Gold Price Today: କମିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୩୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୦୦ ଟଙ୍କା ରହିଛି। ୨୪ କ୍ୟାରେଟର ୧୦ ଗ୍ରାମରେ ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ୪୯୦ ଟଙ୍କା ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମରେ ୪୫୦ ଟଙ୍କା ହ୍ରାସ ପାଇଛି।

କମିଲା ସୁନା ଦର

କମିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: କ୍ରମାଗତ ଚତୁର୍ଥ ଦିନରେ ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୩୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୪୮,୦୦୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନା ହାରରେ ୪୯୦ ଟଙ୍କା ଓ ୪୫୦ ଟଙ୍କା ହ୍ରାସ ପାଇଛି। ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୮୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୪୫୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୯୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୫୦୦ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୩୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୦୦ ଟଙ୍କା ଅଛି।

ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୩୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୦୦ ଟଙ୍କା। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୩୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୮,୦୦୦ ଟଙ୍କା ରହିଛି।

ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୩୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୦୦ ଟଙ୍କା ରହିଛି। ୨୪ କ୍ୟାରେଟର ୧୦ ଗ୍ରାମରେ ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ୪୯୦ ଟଙ୍କା ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମରେ ୪୫୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: