Gold Price Today: ଜାଣନ୍ତୁ ଆଜିର ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୭୦ ଟଙ୍କା ଥିବାବେଳେ ସୋମବାର ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୮୨୦ ଟଙ୍କା ହ୍ରାସ ପାଇଛି।

ଜାଣନ୍ତୁ ଆଜିର ସୁନା ଦର

ଜାଣନ୍ତୁ ଆଜିର ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ଅପରିବର୍ତ୍ତିତ ରହିଛି। ଆଜି ଭାରତରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୨୩୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ଅସ୍ଥିରତା ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୦୬୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୭୨୬ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୬୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୫୦ ଟଙ୍କା ଅଛି। ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୬୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୫୦ ଟଙ୍କା ଅଛି।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୫୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୭୦ ଟଙ୍କା ଥିବାବେଳେ ସୋମବାର ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୮୨୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: