Gold Price: ୩୦୦ ଟଙ୍କା ବଢ଼ିଲା ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟର ୧୦ ଗ୍ରାମର ସୁନା ମୂଲ୍ୟ ସମାନ ରହିଛି।

ବଢ଼ିଲା ସୁନା ଦର

ବଢ଼ିଲା ସୁନା ଦର

  • News18 Odia
  • Last Updated :
  • Cuttack, India
  • Share this:
News18 Odia Digital

ଭୁବନେଶ୍ବର: ଭାରତରେ ସୁନା ମୂଲ୍ୟ ୩୦୦ ଟଙ୍କା ବୃଦ୍ଧି ପାଇଛି। ଶନିବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୩୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୮୦ ଟଙ୍କା ଅଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ରହିଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୩୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୧୫୦ ଟଙ୍କା ଅଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟର ୧୦ ଗ୍ରାମର ସୁନା ମୂଲ୍ୟ ସମାନ ରହିଛି।
Published by:Lipina Das
First published: