Gold Price Today: ପୁଣି ବଢ଼ିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୭୯୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୩୯୦ ଟଙ୍କା ରହିଛି।

ପୁଣି ବଢ଼ିଲା ସୁନା ଦର

ପୁଣି ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୮୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନା ହାରରେ ୫୩୦ ଟଙ୍କା ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୭୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୨୩୪ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ପାଇଁ ସୁନା ହାର ୫୨,୯୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୮,୫୫୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ପାଇଁ ସୁନା ଦର ୫୨,୯୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ଗ୍ରାମ ୪୮,୫୫୦ ଟଙ୍କା।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୯୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୮,୫୫୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୭୯୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୩୯୦ ଟଙ୍କା ରହିଛି।
Published by:Lipina Das
First published: