ଆଜି ଭାରତରେ ବଢ଼ିଲା ସୁନା ଦର
News18 Odia Digital
ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ବୃଦ୍ଧି ପାଇଛି। ଆଜି ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ୪୬,୯୦୦ ଟଙ୍କା ରହିଛି।
ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୪୬,୩୬୦ ଟଙ୍କା ଥିଲା।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ଅସ୍ଥିରତା ଦେଖାଯାଇଥିଲା। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଥିଲା।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୯୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୯୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୦୦ ଟଙ୍କା ଅଛି।
ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୯୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୦୦ ଟଙ୍କା ଅଛି।
ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୯୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୧୧୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।