Gold Price Today: ବଢ଼ିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୭୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୦ ଟଙ୍କା ରହିଛି। ୨୪ ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୧୩୧୦ ଟଙ୍କା ବୃଦ୍ଧି ପାଇଛି।

ବଢ଼ିଲା ସୁନା ଦର

ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟରେ ୯୩୦ ଟଙ୍କା ବୃଦ୍ଧି ପାଇଛି। ଶନିବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୭୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୪୪୦ ଟଙ୍କା ରହିଛି।

ଗତକାଲି ଭାରତରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୮୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୫୯୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ରହିଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୫୦ ଟଙ୍କା ଅଛି।

ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୫୦ ଟଙ୍କା ଅଛି।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୫୦ ଟଙ୍କା ରହିଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୭୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୦ ଟଙ୍କା ରହିଛି। ୨୪ ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୧୩୧୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published: