News18 Odia Digital
ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟରେ ୬୫୦ ଟଙ୍କା ବୃଦ୍ଧି ପାଇଛି। ଶୁକ୍ରବାର ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୦୦ ଟଙ୍କା ରହିଛି।
ଗତକାଲି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୮୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୫୦ ଟଙ୍କା।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୭୦ ଟଙ୍କା।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୫୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୫୦ ଟଙ୍କା ରହିଛି।
କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୦୦ ଟଙ୍କା। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୦୦ ଟଙ୍କା ରହିଛି।
ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟରେ ୬୫୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।