Gold Price Today: ପୁଣି ବଢ଼ିଲା ସୁନା ଦର; ଜାଣନ୍ତୁ ଆଜି କେତେ ଅଛି ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇଛି।

ପୁଣି ବଢ଼ିଲା ସୁନା ଦର

ପୁଣି ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ବୁଧବାର ଭାରତରେ ସୁନା ମୂଲ୍ୟ ବୃଦ୍ଧି ପାଇଛି। ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୪୪୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୨୦ ଟଙ୍କା ରହିଛି।

ଗତକାଲି ଭାରତରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୧୦୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୮୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୫୦୦ ଟଙ୍କା ଅଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୬୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୫୦ ଟଙ୍କା ଅଛି।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୫୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୬୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇଛି।
Published by:Lipina Das
First published: