Gold Price Today: ବଢ଼ିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୩୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୧୯୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ସମାନ ରହିଛି।

ବଢ଼ିଲା ସୁନା ଦର

ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଭାରତରେ ଆଜି ସୁନା ମୂଲ୍ୟରେ ୨୭୦ ଟଙ୍କା ବୃଦ୍ଧି ପାଇଛି। ମଙ୍ଗଳବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୭୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୧୯୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୭,୯୨୭ ଟଙ୍କା।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୩୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୬,୧୯୦ ଟଙ୍କା ରହିଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ପାଇଁ ହାର ୫୦,୩୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୧୯୦ ଟଙ୍କା।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୩୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୧୯୦ ଟଙ୍କା ରହିଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୩୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୧୯୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ସମାନ ରହିଛି।
Published by:Lipina Das
First published: