Gold Price Today: ଆଜି ପୁଣି ବଢ଼ିଲା ସୁନା ଦର; ଜାଣନ୍ତୁ ଆଜିର ମୂଲ୍ୟ

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୨୦ ଟଙ୍କା ବୃଦ୍ଧି ପାଇଛି।

ଆଜି ପୁଣି ବଢ଼ିଲା ସୁନା ଦର

ଆଜି ପୁଣି ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ପାଇଛି। ବୁଧବାର ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୬୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୪୨୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାରୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କାରେ କାରବାର କରୁଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୫୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୦୦ ଟଙ୍କା ଅଛି।

ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୫୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୦୦ ଟଙ୍କା ରହିଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୦୦ ଟଙ୍କା ରହିଛି।

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୨୦ ଟଙ୍କା ବୃଦ୍ଧି ପାଇଛି।
Published by:Lipina Das
First published: