Gold Price Today: ବଢ଼ିଲା ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଭୁବନେଶ୍ୱର ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୫୨,୨୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୮,୯୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ସମାନ ରହିଛି।

ବଢ଼ିଲା ସୁନା ଦର

ବଢ଼ିଲା ସୁନା ଦର

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ବୃଦ୍ଧି ପାଇଛି। ଶୁକ୍ରବାର ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୦୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୭୧୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୪୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୫୦ ଟଙ୍କା ରହିଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ଦର ୫୨,୨୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୦୦ ଟଙ୍କା। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୦୦ ଟଙ୍କା ରହିଛି।

ଭୁବନେଶ୍ୱର ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମର ମୂଲ୍ୟ ୫୨,୨୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ୪୮,୯୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ସମାନ ରହିଛି।
Published by:Lipina Das
First published: