Gold Price: ଆଜି ସ୍ଥିର ରହିଛି ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି।

ଆଜି ସ୍ଥିର ଅଛି ସୁନା ମୂଲ୍ୟ (ପ୍ରତୀକାତ୍ମକ ଛବି)

ଆଜି ସ୍ଥିର ଅଛି ସୁନା ମୂଲ୍ୟ (ପ୍ରତୀକାତ୍ମକ ଛବି)

  • News18 Odia
  • Last Updated :
  • Cuttack, India
  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ସ୍ଥିର ରହିଛି। ବୁଧବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୨୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୯୮୦ ଟଙ୍କା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ରହିଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୩୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୧୫୦ ଟଙ୍କା ଅଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୦,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୦୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ଅପରିବର୍ତ୍ତିତ ରହିଛି।
Published by:Lipina Das
First published: