Gold Price Today: ଆଜି ଭାରତରେ ସୁନା ମୂଲ୍ୟ ସମାନ ରହିଛି; ଜାଣନ୍ତୁ ଆଜିର ଦାମ

ଆଜି ଭୁବନେଶ୍ୱର ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୫୪ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୮୦୦ ଟଙ୍କା ରହିଛି।

ଆଜି ଭାରତରେ ସୁନା ମୂଲ୍ୟ ସମାନ ରହିଛି

ଆଜି ଭାରତରେ ସୁନା ମୂଲ୍ୟ ସମାନ ରହିଛି

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ସମାନ ରହିଛି। ବୁଧବାର ସୁଦ୍ଧା ଭାରତରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୫୪ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ୪୬,୮୦୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୯୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୭୦୦ ଟଙ୍କା।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ହାର ୫୧,୦୫୪ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୮୦୦ ଟଙ୍କା।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ଦର ୫୧,୦୫୪ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୮୦୦ ଟଙ୍କା ଅଛି।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୫୪ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୮୦୦ ଟଙ୍କା ଅଛି।

ଆଜି ଭୁବନେଶ୍ୱର ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୫୪ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୮୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୧୫୬ ଟଙ୍କା ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟରେ ୧୫୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: