Gold Price Today: କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ସୁନା ମୂଲ୍ୟ

ରବିବାର ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୪୯୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରେ ସୁନା ମୂଲ୍ୟ ସମାନ ରହିଛି।

କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ସୁନା ମୂଲ୍ୟ

କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ସୁନା ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ସମାନ ରହିଛି। ରବିବାର ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୪୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୦୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୫୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୧୫୦ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୬୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୩୫୦ ଟଙ୍କା ରହିଛି। କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୪୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୦୦ ଟଙ୍କା।

ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୪୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୦୦ ଟଙ୍କା ଅଛି।

ରବିବାର ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୪୯୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୨୦୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରେ ସୁନା ମୂଲ୍ୟ ସମାନ ରହିଛି।
Published by:Lipina Das
First published: