News18 Odia Digital
ଭୁବନେଶ୍ବର: ଭାରତରେ ସୁନା ମୂଲ୍ୟରେ ୧୦ ଟଙ୍କା ହ୍ରାସ ପାଇଛି। ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୧୦ ଟଙ୍କା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ହାର ୫୦,୭୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୫୦୦ ଟଙ୍କା ଅଛି।
କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୫୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୫୦ ଟଙ୍କା ଅଛି।
ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୬୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟ ୨୨୦ ଟଙ୍କା ହ୍ରାସ ପାଇଛି।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।