Gold Price: ରାଜଧାନୀରେ କମିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୬୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟ ୨୨୦ ଟଙ୍କା ହ୍ରାସ ପାଇଛି।

କମିଲା ସୁନା ଦର

କମିଲା ସୁନା ଦର

  • News18 Odia
  • Last Updated :
  • Cuttack, India
  • Share this:
News18 Odia Digital

ଭୁବନେଶ୍ବର: ଭାରତରେ ସୁନା ମୂଲ୍ୟରେ ୧୦ ଟଙ୍କା ହ୍ରାସ ପାଇଛି। ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୨୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୦୧୦ ଟଙ୍କା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ଅଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ହାର ୫୦,୭୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୫୦୦ ଟଙ୍କା ଅଛି।

କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୫୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୫୦ ଟଙ୍କା ଅଛି।

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୦,୫୬୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୬,୩୫୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ସୁନା ମୂଲ୍ୟ ୨୨୦ ଟଙ୍କା ହ୍ରାସ ପାଇଛି।
Published by:Lipina Das
First published: