Gold Price Today: ସୁନା ଦରରେ ସାମାନ୍ୟ ହ୍ରାସ; ଜାଣନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୯୩୦ ଟଙ୍କା ଥିବାବେଳେ ସୋମବାର ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୦୦ ଟଙ୍କା ରହିଛି।

ସୁନା ଦରରେ ସାମାନ୍ୟ ହ୍ରାସ

ସୁନା ଦରରେ ସାମାନ୍ୟ ହ୍ରାସ

  • Share this:
News18 Odia Digital

ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ସାମାନ୍ୟ ହ୍ରାସ ପାଇଛି। ଆଜି ଭାରତରେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୦୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୦୦ ଟଙ୍କା ରହିଛି।

ଗତକାଲି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୧୧୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୮୨୦ ଟଙ୍କା ଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ଅସ୍ଥିରତା ଦେଖାଯାଇଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିଲା।

ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୯୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୪୭,୬୦୦ ଟଙ୍କା ଅଛି।

ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୧,୯୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୯୩୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୦୦ ଟଙ୍କା ଅଛି।

ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୧,୯୩୦ ଟଙ୍କା ଥିବାବେଳେ ସୋମବାର ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୬୦୦ ଟଙ୍କା ରହିଛି।
Published by:Lipina Das
First published: