News18 Odia Digital
ଭୁବନେଶ୍ବର: ଆଜି ଭାରତରେ ସୁନା ମୂଲ୍ୟ ସମାନ ରହିଛି। ରବିବାର ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୪୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୦୫୦ ଟଙ୍କା ଥିଲା।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ଆଜି ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୨୮୫ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୨୭ ଟଙ୍କା ରହିଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୨୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୯୦୦ ଟଙ୍କା ରହିଛି।
କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୨,୦୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମମ ମୂଲ୍ୟ ୪୭,୭୫୦ ଟଙ୍କା ରହିଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୦୯୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୭୫୦ ଟଙ୍କା ରହିଛି।
ରବିବାର ଦିନ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୦୯୦ ଟଙ୍କା ହୋଇଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୭,୭୫୦ ଟଙ୍କା ଗତ ୨୪ ଘଣ୍ଟା ମଧ୍ୟରେ ସୁନା ମୂଲ୍ୟ ସମାନ ରହିଛି।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।