News18 Odia Digital ଭୁବନେଶ୍ୱର: ସୁପ୍ରିମ୍ କୋର୍ଟ ଆଜି ପୁରୀ ଶ୍ରୀମନ୍ଦିରରେ ରଥ ଯାତ୍ରା ଆୟୋଜନକୁ ସର୍ତ୍ତମୂଳକ ଅନୁମତି ଦେବା ପରେ ସାରା ଓଡ଼ିଶାରେ ଖୁସିର ପରିବେଶ ଥିବା ବେଳେ ଏକ ଅତ୍ୟନ୍ତ ଅପ୍ରୀତିକର ଘଟଣା ଘଟିଛି । କରୋନା ସଂକ୍ରମଣ ବ୍ୟାପୁଥିବାରୁ ଏ ବର୍ଷ ରଥ ଯାତ୍ରା ଆୟୋଜନ ନ କରିବାକୁ ସୁପ୍ରିମ କୋର୍ଟରେ ଯାଚିକା ଦାୟର କରିଥିବା ଓଡିଶା ବିକାଶ ପରିଷଦର ସଭାପତି ସୁଶାନ୍ତ ପାଢ଼ୀଙ୍କ ଘର ଉପରକୁ କେତେକ ଲୋକ ଟେକା ପଥର ଓ ଅଣ୍ଡା ମାଡ କରିଥିବା ଅଭିଯୋଗ ହୋଇଛି l ସୂଚନା ଅନୁସାରେ ୩୦ରୁ ଅଧିକ ଦୁର୍ବୃତ୍ତ ପାଖାପାଖି ସାଢେ ୧୨ଟା ବେଳେ ପାଢ଼ୀଙ୍କ ସାଇ ବିହାରରେ ଥିବା ଭଡ଼ା ଘରେ ଆକ୍ରମଣ କରିଛନ୍ତି l ଏହି ଆକ୍ରମଣରେ ତାଙ୍କ କାର୍ ଭାଙ୍ଗି ରୁଜି ଯାଇଛି l କରୋନା ମହାମାରୀ ସଂକ୍ରମଣ ବ୍ୟାପିବା ଆଶଙ୍କାରେ ଚଳିତ ବର୍ଷ ରଥ ଯାତ୍ରା ନ କରିବାକୁ ଓଡିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମ କୋର୍ଟରେ ଦୁଇ ସପ୍ତାହ ପୂର୍ବରୁ ପିଟିସନ ଦାଖଲ କରାଯାଇଥିଲା l ଏହି ପିଟିସନକୁ ‘‘ଧର୍ମ ବିରୋଧୀ’’ ବୋଲି କହି ଏହା ଫାଇଲ୍ କରିଥିବା ପାଢ଼ୀଙ୍କ ଘର ଉପରକୁ ଟେକା ଓ ପଥର ମାଡ କରାଯାଇଥିବା ସନ୍ଦେହ କରାଯାଉଛି l ନିଜ ଉପରେ ବିପଦ ଥିବା ଦର୍ଶାଇ କିଛି ଦିନ ତଳେ ପୋଲିସ ଠାରୁ ସୁରକ୍ଷା ମାଗିଥିଲେ ପାଢ଼ୀ l କମିଶନରେଟ ପୋଲିସ ପକ୍ଷରୁ ଦୁଇ ଦିନ ତଳେ ତାଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇଥିଲା l ଆଜି ଦିନ ପାଖାପାଖି ସାଢେ ୧୨ଟା ବେଳେ ସୁଶାନ୍ତ ସାଇ ବିହାରରେ ନିଜ ଭଡ଼ା ଘରେ ଥିବା ବେଳେ ହଠାତ୍ ତାଙ୍କ ଘରେ ହୋଇଥିଲା ଅଣ୍ଡା ଓ ପଥର ମାଡ଼ l ଓଡିଶା ବିକାଶ ପରିଷଦର ସଭାପତି ସୁଶାନ୍ତ ପାଢ଼ୀ ‘‘ଦୁବୃର୍ତ୍ତମାନେ ବିଭିନ୍ନ ପ୍ରକାର ଧାର୍ମିକ ସ୍ଲୋଗାନ ଦେଇ ହଠାତ ମୋ ଘର ଆଡ଼କୁ ମାଡ଼ି ଆସି ଟେକା ପଥର ଫୋପାଡିଥିଲେ l ପୋଲିସ ସହ ସେମାନଙ୍କର ଧସ୍ତାଧସ୍ତି ମଧ୍ୟ ହୋଇଥିଲା l କିଛି ଯୁବକ ଜୟ ଶ୍ରୀ ରାମ ସ୍ଳୋଗାନ ଦେଇ ମୋ’ ଘର ଆଡ଼କୁ ଧସେଇ ପଶିବାକୁ ଉଦ୍ୟମ କରୁଥିଲେ,’’ କହିଛନ୍ତି ପାଢ଼ୀ l ଦୁର୍ବୃତ୍ତମାନଙ୍କ ଅଣ୍ଡା ଓ ପଥର ମାଡରେ କିଛି ପୋଲିସ କର୍ମଚାରୀ ଆହତ ହୋଇଛନ୍ତି l ସିସିଟିଭିରେ ଦୁର୍ବୃତ୍ତମାନଙ୍କ କାର୍ଯ୍ୟକଳାପର ରେକର୍ଡ ହୋଇଛି l ସିସିଟିଭି ଫୁଟେଜ ଅଧାରରେ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଛନ୍ତି ପୋଲିସର ଜଣେ ବରିଷ୍ଠ ଅଧିକାରୀ l ଏହା ବି ପଢ଼ନ୍ତୁ: ମହିଳା ରସି ଲଗାଇ ଆତ୍ମହତ୍ୟା କରୁଥିଲେ; ୩ ବର୍ଷର ଝିଅ କାନ୍ଦିବାରୁ ତାଙ୍କ ଜୀବନ ରକ୍ଷା ହେଲା ଆମର ୨୦ ଜଣ ସୈନ୍ୟଙ୍କ ହତ୍ୟା ହେବା ପରେ ଭାରତବାସୀ ଚୀନ୍ ବିଷୟରେ କଣ୍ ଭାବୁଛନ୍ତି? ଏହି ସର୍ଭେରୁ ଜଣା ପଡ଼ିଲା ଯୋଗ ଦିବସ: ଏହି ପ୍ରସିଦ୍ଧ ‘ନଗ୍ନ ଯୋଗ ନାରୀ’ ଏମିତି ଯୋଗ କରନ୍ତି; ଫଟୋ ଭାଇରାଲ୍ ହେଉଛି ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ଟିଭିରେ ବାରମ୍ବାର ଦେଖି ୧୭ ବର୍ଷୀୟା ଛାତ୍ରୀ ଆତ୍ମହତ୍ୟା କଲା ଆତ୍ମହତ୍ୟା କରୁଥିବା ଲୋକେ ମରିବାକୁ ଚାହୁଁଛନ୍ତି ବୋଲି ବି ନିଶ୍ଚିତ ନ ଥାନ୍ତି; ମିଡ଼ିଆର ଭୂମିକା ମହତ୍ୱପୂର୍ଣ୍ଣ ଫ୍ୟାକ୍ଟ ଚେକ୍: ଏହି ତି୩ଟି ମୃତ୍ୟୁକୁ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସହ ଯୋଡ଼ାଯାଉଛି କାହିକି? ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇରେ ନିଜ ଘରେ ଆତ୍ମହତ୍ୟା କଲେ କାହିଁକି ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ? କଥିତ ଗର୍ଲଫ୍ରେଣ୍ଡ ରିୟାଙ୍କ ସହ ପଚରାଉଚରା କରିବ ପୋଲିସ୍ ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବ ମ୍ୟାନେଜର୍ ଦିଶା ୫ ଦିନ ତଳେ ୧୨ ମହଲାରୁ ତଳକୁ ଖସି ମରିଥିଲେ ବେଶୀ ରୋଜଗାର ପାଇଁ ଏହି ୨୫ ବର୍ଷୀୟା ସୁପରକାର୍ ରେସର୍ ପର୍ଣ୍ଣ ଷ୍ଟାର୍ ହୋଇ ଭାରି ଖୁସି ଅଛନ୍ତି ଇଂଲଣ୍ଡରେ ଏଣିକି ସାଙ୍ଗରେ ରହୁଥିବା ଲୋକ ବ୍ୟତୀତ ଆଉ କାହା ସହ ଯୌନ ସମ୍ପର୍କ ବେଆଇନ୍ ଇମ୍ରାନ ହାଶମୀଙ୍କୁ ଚୁମା ଦେଉଥିବା ବେଳେ ଏହି ଅଭିନେତ୍ରୀ ନିଜ ମମି ପାପାଙ୍କୁ ମନେ ପକାଉଥିଲେ ଅର୍ଦ୍ଧ-ଉନ୍ମୁକ୍ତ ବକ୍ଷ; ଏକ ବ୍ଲାକ୍-ଆଣ୍ଡ୍-ହ୍ୱାଇଟ୍ ଫଟୋସୁଟରେ ସୁପର୍ ହଟ୍ କଙ୍ଗନା ରାଣାୱତ୍ ଇଏ ମାଲକାନଗିରିର ବିଶାଖା; ତା’ ପତି ସାଇକେଲରେ ଚେନ୍ନାଇରୁ ଘରକୁ ଫେରିବା ବାଟରେ ମରିଗଲା ସନ୍ନି ଲିଓନଙ୍କ ଡ୍ରିମ୍ କାର୍ ହେଉଛି ଅଟୋମେଟିକ୍ ଗିଅର୍ ଥିବା ଗୋଲାପୀ ରଙ୍ଗର ଆମ୍ବାସାଡର୍ ପତି ମଦ ପିଆଇଲା, ତା’ ପରେ ତା’ର ଚାରି ବନ୍ଧୁ ମହିଳାଙ୍କୁ ନିଜ ପିଲା ସାମନାରେ ରେପ୍ କଲେ ପତ୍ନୀ ହେବ ତ ଏମିତି! ପତି ପେଟ୍ରୋଲରେ ଜଳେଇବାକୁ ଆସିଥିଲା, ନିଜେ ଜଳିଗଲା; ପତ୍ନୀ ତାକୁ ବଞ୍ଚାଇଲା ନିଜ ପତ୍ନୀ ଓ ୩ ପିଲାଙ୍କୁ ଛୁରୀରେ କାଟି ମାରିବା ପରେ ନିଜେ ଫାଶି ଲଗେଇ ମଲା ଯୁବକ ନୂଆ ନିୟମ ଯୋଗୁଁ ଅମିତାଭ ବଚ୍ଚନଙ୍କ ହାତରୁ ଯିବ ୫ଟି ଫିଲ୍ମ? କୋଟି କୋଟି ଟଙ୍କାର କ୍ଷତି ହେବ! କରୀନା କପୁର ଖାନ୍ ଓ ଅମୃତା ଆରୋରାଙ୍କ ୨୦ ବର୍ଷ ତଳର ଫଟୋ ଭାଇରାଲ୍ ହେଉଛି ହ୍ରିତିକ ରୋଶନଙ୍କ ଭଉଣୀ ବଲିଉଡରେ ଡେବ୍ୟୁ କରୁଛନ୍ତି; ଅଭିନେତା କହିଲେ: ‘ତୁମ ପାଇଁ ଗର୍ବିତ’ ଅଭିନେତ୍ରୀ ପୂଜା ହେଗଡ଼େଙ୍କ ଇନଷ୍ଟାଗ୍ରାମ୍ ଆକାଉଣ୍ଟ ହ୍ୟାକ୍ ହେଲା; ରାତି ଅଧରେ ଟ୍ୱିଟ୍ କଲେ ଭାରତ ଓ ଚୀନ୍ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ବୋଲି ଟ୍ରମ୍ପ୍ ପ୍ରସ୍ତାବ ଦେଲେ ‘ପାତାଲ୍ ଲୋକ୍’ରେ ‘‘ଲିଙ୍ଗଭେଦ ମନ୍ତବ୍ୟ’’ ପାଇଁ ଅନୁଷ୍କା ଶର୍ମାଙ୍କ ବିରୋଧରେ ଅଭିଯୋଗ ମାତ୍ର ୪ ଦିନର ପୋଷାକ ସହିତ ଆବୁଧାବିରେ ୨ ମାସ ହେଲା ଅଟକି ରହିଛନ୍ତି ଅଭିନେତ୍ରୀ ମଉନି ରାୟ ଭାରତ ଓ ନେପାଳ ମଧ୍ୟରେ ମାନଚିତ୍ରକୁ ନେଇ ବିବାଦ; ମନୀଷା କୋଇରାଲା ନେପାଳକୁ ସମର୍ଥନ କଲେ କରୋନା ସଂକ୍ରମିତର ଶବକୁ ଅଧା ଜଳେଇ ଛାଡ଼ିଗଲେ ଲୋକେ; କୁଆ ଓ କୁକୁର ଟାଣି ଖାଇଲେ କରୋନା ଭାଇରସ୍ ସଙ୍କଟ ଉପରେ ୬୧ଟି ଦେଶର ତଦନ୍ତ ପ୍ରୟାସରେ ଭାରତ ଯୋଗ ଦେଲା