ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ ଏବେ ଜଳେଶ୍ୱର ସହରରେ

ଭାରତର ବୃହତମ ତଥା ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି ।

ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ ଏବେ ଜଳେଶ୍ୱର ସହରରେ

ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ ଏବେ ଜଳେଶ୍ୱର ସହରରେ

  • News18 Odia
  • Last Updated :
  • Bhubaneswar, India
  • Share this:
News 18 Odia Digital

ଭୁବନେଶ୍ୱର/ବାଲେଶ୍ୱର: ଭାରତର ବୃହତମ ତଥା ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି ।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି । ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି ।

ଜଳେଶ୍ୱର ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି । ଜଳେଶ୍ୱର ସହର ତଥା ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ ।

ଜଳେଶ୍ୱର ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୬୦୪୭ ବର୍ଗଫୁଟ ପରିମିତି ରହିଛି । ଏହି ଦୁଇଟି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ର ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି । ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ । କେବଳ ସେତିକି ନୁହେଁ, ୨୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୧୫୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ । ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଜଳେଶ୍ୱର ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍ ।
Published by:Soubhagya Mishra
First published: