ନବ ଦାସଙ୍କ ଉପରେ ଗୁଳିମାଡକୁ ନିନ୍ଦା କଲେ CM; ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ

Naba Das shot: ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ ଦାସଙ୍କ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

  • News18 Odia
  • Last Updated :
  • Other, India
  • Share this:
News18 Odia Digital

Naba Das shot: ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ ଦାସଙ୍କ ଉପରେ ହୋଇଥିବା ଆକ୍ରମଣକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି।


NABA DAS SHOT: ନବ ଦାସଙ୍କ ଗୁଳିମାଡ଼ ପଛରେ ବ୍ୟକ୍ତିଗତ ସ୍ୱାର୍ଥ ନା ଷଡ଼ଯନ୍ତ୍ର?


ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ତ୍ରୀ ଶ୍ରୀ ନବ ଦାସଙ୍କ ଉପରେ ହୋଇଥିବା ଦୁର୍ଭାଗ୍ୟଜନକ ଘଟଣାରେ ମୁଁ ଆଶ୍ଚର୍ଯ୍ୟ ହୋଇଗଲି। ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ମୁଁ ଦୃଢ଼ ନିନ୍ଦା କରୁଛି।  ତାଙ୍କର ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି'।



'ମାମଲାର ତଦନ୍ତ ପାଇଁ କ୍ରାଇମ ବ୍ରାଞ୍ଚକୁ ନିର୍ଦ୍ଦେଶ ଦିଆଯାଇଛି। କ୍ରାଇମ ବ୍ରାଞ୍ଚର ବରିଷ୍ଠ ଅଧିକାରୀଙ୍କୁ ଘଟଣାସ୍ଥଳରେ ପହଞ୍ଚିବାକୁ କୁହାଯାଇଛି।
Published by:Soumya Das
First published: