Petrol-Diesel Prices: ଆଜି ରାଜ୍ୟର ରାଜଧାନୀରେ ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ମୂଲ୍ୟ

ରବିବାର ଦିନ ପେଟ୍ରୋଲ ହାର ଲିଟର ପିଛା ୧୦୧.୭୦ ଟଙ୍କା ଓ ଡିଜେଲ ହାର ଲିଟର ପିଛା ୯୧.୫୨ ଟଙ୍କା ରେକର୍ଡ କରାଯାଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପରିବର୍ତ୍ତନ ହୋଇନାହିଁ।

 ଆଜି ରାଜ୍ୟର ରାଜଧାନୀରେ ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ମୂଲ୍ୟ

ଆଜି ରାଜ୍ୟର ରାଜଧାନୀରେ ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ମୂଲ୍ୟ

  • Share this:
News18 Odia Digital

ଭୁବନେଶ୍ବର: ସୋମବାର ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୧.୭୦ ଟଙ୍କା ରେକର୍ଡ ହୋଇଥିବାବେଳେ ଡିଜେଲ ହାର ଆଜି ଲିଟର ପିଛା ୯୧.୫୨ ଟଙ୍କା ରେକର୍ଡ କରାଯାଇଛି।

ରବିବାର ଦିନ ପେଟ୍ରୋଲ ହାର ଲିଟର ପିଛା ୧୦୧.୭୦ ଟଙ୍କା ଓ ଡିଜେଲ ହାର ଲିଟର ପିଛା ୯୧.୫୨ ଟଙ୍କା ରେକର୍ଡ କରାଯାଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପରିବର୍ତ୍ତନ ହୋଇନାହିଁ।

ଚେନ୍ନାଇ, କୋଲକାତା ଓ ମୁମ୍ବାଇ ପରି ଭାରତର ପ୍ରମୁଖ ସହରରେ ପେଟ୍ରୋଲ ମୂଲ୍ୟ ଯଥାକ୍ରମେ ୧୦୧.୪୦, ୧୦୪.୬୭ ଟଙ୍କା ଓ ୧୦୯.୯୮ ଟଙ୍କା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ଡିଜେଲ ମୂଲ୍ୟ ଚେନ୍ନାଇରେ ୯୧.୫୨ ଟଙ୍କା ଥିବାବେଳେ କୋଲକାତାରେ ୮୯.୭୯ ଟଙ୍କା ଓ ମୁମ୍ବାଇରେ ଏହି ହାର ୯୪.୧୪ ଟଙ୍କା ରେକର୍ଡ କରାଯାଇଛି।

ଏହି ସମୟରେ, ଜାତୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯୫.୪୧ ଟଙ୍କା ରେକର୍ଡ ହୋଇଥିବାବେଳେ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି।

ଆପଣ ନିଜ ସହରର ପେଟ୍ରୋଲର ମୂଲ୍ୟ ମଧ୍ୟ ଜାଣିପାରିବେ ଓ ଆପଣଙ୍କ ସହରର କୋଡ୍ ପଠାଇ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇ ପାରିବେ। ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା ରହିଛି, ଯାହାକୁ ଆପଣ ICOL ୱେବସାଇଟରେ ପାଇପାରିବେ । ସେହିପରି ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ଟାରେ ବଦଳିଥାଏ।
Published by:Lipina Das
First published: