ବନ୍ୟା ବିପଦ ସମୟରେ ଦରଦାମ ବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ
News18 Odia Digital
ଭୁବନେଶ୍ବର: ବନ୍ୟା ଭଳି ବିପଦ ସମୟରେ ହୋର୍ଡିଂ ବା ଜାଣିଶୁଣି ଦରଦାମ ବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାଏକ।
ଦରଦାମ ବୃଦ୍ଧି ଏକ ଜାତୀୟ ସମସ୍ୟା। କିନ୍ତୁ ବନ୍ୟାକୁ ଦେଖି ଯେଉଁମାନେ ହୋର୍ଡିଂ କରୁଛନ୍ତି, ଦରଦାମ ବୃଦ୍ଧି କରୁଛନ୍ତି ସେମାନଙ୍କ ଉପରେ ଆମର ଇଣ୍ଟେଲିଜେନ୍ସ ଉଇଙ୍ଗ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ହୋର୍ଡର୍ସ ଅଛନ୍ତି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାର ବ୍ୟବସ୍ତା ଆମର ରହିଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।