- News18 Odia
- Last Updated :
- Other, India
News18 Odia Digital
Lady Blackmailer Case: ଲେଡି ବ୍ଲାକମେଲର ଅର୍ଚନା ନାଗ ଗିରଫ ଘଟଣା। ଅର୍ଚ୍ଚନା ଓ ସ୍ୱାମୀ ଜଗବନ୍ଧୁଙ୍କ ବିରୁଦ୍ଧରେ ଚାର୍ଜସିଟ ଦାଖଲ କରିବ ଖଣ୍ଡଗିରି ଥାନା ପୋଲିସ। ସେମାନଙ୍କ ବିରୋଧରେ ୨୪୦୦ ପୃଷ୍ଠାର ଚାର୍ଜସିଟ ଦାଖଲ ହେବ।
ପୋଲିସ ପ୍ରସ୍ତୁତ କରିଥିବା ଚାର୍ଜ ଚାର୍ଜସିଟରେ ଅର୍ଚ୍ଚନା ନାଗଙ୍କୁ ମୁଖ୍ୟ ଅଭିଯୁକ୍ତ ସଜା ଯାଇଛି। ୧ କୋଟିରୁ ଅଧିକ ଟଙ୍କାର ଟ୍ରାଞ୍ଜାକ୍ସନ ହୋଇଥିବା ଚାର୍ଜସିଟରେ ଉଲ୍ଲେଖ ହୋଇଛି ।
ଅକ୍ଟୋବର ୬ ତାରିଖରେ ଅର୍ଚ୍ଚନାଙ୍କୁ ଗିରଫ କରିଥିଲା ଖଣ୍ଡଗିରି ଥାନା ପୋଲିସ। ହନି ଟ୍ରାପ ଜରିଆରେ ଲୋକଙ୍କୁ ବ୍ଲାକମେଲିଂ କରୁଥିବା ନେଇ ଅଭିଯୋଗ ହୋଇଥିଲା। ପୂର୍ବରୁ ଅର୍ଚ୍ଚନାଙ୍କ ବିରୁଦ୍ଧରେ ନୟାପଲ୍ଲୀ ଥାନା ପୋଲିସ ଚାର୍ଜସିଟ ଦାଖଲ କରିଥିଲା।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।