- News18 Odia
- Last Updated :
- Other, India
News18 Odia Digital
ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ବଦଳିଲା ଶିକ୍ଷକ ନିଯୁକ୍ତି ନିୟମ। ଏଣିକି ଥରେ OTET ପାସ କଲେ ଆଉ ପରୀକ୍ଷା ଦେବାକୁ ପଡ଼ିବନି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଆଉ ଦେବାକୁ ପଡିବନି ପରୀକ୍ଷା । ପୂର୍ବରୁ ଓଟିଇଟି ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ୭ ବର୍ଷ ପାଇଁ ବୈଧ ଥିଲା। ଏଥିରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ଏହା ପରେ ସବୁ ମହଲରୁ ପ୍ରଶଂସାର ସୁଅ ଛୁଟିଛି ।
Published by:Soumya Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।