ହୋମ୍ » ଓଡ଼ିଶା ନ୍ୟୁଜ୍ » ଟ୍ରେଣ୍ଡିଙ୍ଗ»Horoscope 26 Nov 2021: ମେଷ, ବୃଷ ଓ ସିଂହ ରାଶିର ବ୍ୟକ୍ତି ଏହି କଥା ପ୍ରତି ଦିଅନ୍ତୁ ଧ୍ୟାନ

Horoscope 26 Nov 2021: ମେଷ, ବୃଷ ଓ ସିଂହ ରାଶିର ବ୍ୟକ୍ତି ଏହି କଥା ପ୍ରତି ଦିଅନ୍ତୁ ଧ୍ୟାନ

Today Horoscope: ଆଜି ଦିନଟି କିଛି ରାଶିରେ ଭଲ ଥିବା ବେଳେ ଆଉ କିଛି ରାଶିରେ ସାମାନ୍ୟ ସ୍ଥିତି ଅଛି । ଜାଣନ୍ତୁ ଆପଣଙ୍କ ରାଶିରେ କ'ଣ ଅଛି ।

Horoscope 26 Nov 2021: ମେଷ, ବୃଷ ଓ ସିଂହ ରାଶିର ବ୍ୟକ୍ତି ଏହି କଥା ପ୍ରତି ଦିଅନ୍ତୁ ଧ୍ୟାନ
ଆଜିର ରାଶିଫଳ ବାବଦରେ ଜାଣନ୍ତୁ (ପ୍ରତୀକାତ୍ମକ ଛବି)
  • News18 Odia
  • Last Updated: November 26, 2021, 8:31 AM IST
  • Share this:
  • Byline Facebook
  • Byline Twitter
  • Byline Linkedin
News18 Odia Digital

ପଞ୍ଚାଙ୍ଗ ଅନୁଯାୟୀ, ଆଜି ୨୬ ନଭେମ୍ବର ୨୦୨୧ହେଉଛି ଶୁକ୍ରବାର ଦିନ ମାର୍ଗାଶିରାର କୃଷ୍ଣ ପାକ୍ସର ସାପଟାମିର ତାରିଖ। ଆଜି ଆଶଲେଶା ନକ୍ଷତ୍ରଙ୍କର ଏକ ସମକକ୍ଷତା ଅଛି। କର୍କଟ ଚିହ୍ନରେ ଚନ୍ଦ୍ର ଗତି କରୁଛି। ଆଜି ବ୍ରହ୍ମା ଯୋଗ ଗଠନ କରାଯାଉଛି।  ଶିକ୍ଷା, ବୃତ୍ତି, ଚାକିରି ଏବଂ ବ୍ୟବସାୟ ଇତ୍ୟାଦି ପାଇଁ ଶୁକ୍ରବାର ଦିନ ଆପଣଙ୍କ ପାଇଁ କିପରି ହେବ ଜାଣନ୍ତୁ, ଆଜିର ରାଶିଫଳ ଜାଣନ୍ତୁ।

ମେଷ: ଦେହ ଆରୋଗ୍ୟ ରହିବ । ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ସଂପାଦନ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିଙ୍କ ଠାରୁ ପ୍ରଶଂସା ପାଇବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ ।

ବୃଷ:ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ଦୂର ସହରକୁ ଯାତ୍ରା କରିପାରନ୍ତି । ବିବାଦୀୟ ଘଟଣାର ଅବସାନ ଘଟିବ।

ମିଥୁନ: ମାନସିକ ଶାନ୍ତି ଫେରି ପାଇବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । କାର୍ଯ୍ୟାଳୟର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପାରିବାରିକ ଜୀବନ ହର୍ଷଉଲ୍ଲାସ ଭରା ରହିବ ।

କର୍କଟ: ମାନସିକ ଅବସାଦ ଦେଖାଦେବ । ଚିନ୍ତାଗ୍ରସ୍ତ ରହିବେ । କାର୍ଯ୍ୟରେ ବାଧା ଓ ଅବରୋଧ ଦେଖାଦେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେବ ।

ସିଂହ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।

କନ୍ୟା: ମାନସିକ ଓ ଶାରୀରିକ ସୁସ୍ଥତା ଲାଭ କରିବେ । ପୂଜା ଆରଧନାରେ ସମୟ କାଟିବେ । ପ୍ରତ୍ୟେକ କାର୍ଯ୍ୟରେ ଆତ୍ମସନ୍ତୋଷ ଲାଭ କରିବେ । ପାରିବାରିକ ଜୀବନ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।

ତୁଳା: ଶରୀର ସୁସ୍ଥ ରହିବ । କୌଣସି ଧାର୍ମୀକ କାର୍ଯ୍ୟରେ ଯୋଗ ଦେବେ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଆୟ ଉତ୍ତମ ହେବ ।

ବିଛା: ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଆଇନ ଅଦାଲତର କାର୍ଯ୍ୟ ଆପଣଙ୍କ ବିପକ୍ଷରେ ଯିବ ।

ଧନୁ: ଦିନଟି ରେ ସତର୍କ ରୁହନ୍ତୁ ।କର୍ମ କ୍ଷେତ୍ରରେ କର୍ମ ଚାପ ବୃଦ୍ଧି ପାଇବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । ବ୍ୟବସାୟରେ ମଧ୍ୟମ ସଫଳତା ପାଇବେ । ଦୂର ଯାତ୍ରା କରନ୍ତୁ ନାହିଁ ।

ମକର: ଘାତ ଚନ୍ଦ୍ର ଭୋଗ ହେତୁ ବିଶେଷ ଭାବେ ସତର୍କ ରୁହନ୍ତୁ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ।

କୁମ୍ଭ: ଦେହ ଓ ମନ ଭଲ ରହିବ । ଈଶ୍ୱରଙ୍କ ପ୍ରତି ଆସ୍ଥା ବଢିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କାର୍ଯ୍ୟାଳୟରେ ପାରଦର୍ଶିତା ଦେଖାଇବେ । ପାରିବାରିକ ଜୀବନ ସୁଖମୟ ହେବ ।

ମୀନ: ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ  କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ।
Published by: Soumya Das
First published: November 26, 2021, 8:31 AM IST