Today Gold Price: ଦେଶରେ କମିଲା ସୁନା ଦର; ଜାଣନ୍ତୁ ଆଜିର ଦର

ଭାରତରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ମୂଲ୍ୟରେ ସୁନା ମୂଲ୍ୟ ୯୦ ଟଙ୍କା ହ୍ରାସ ପାଇଛି।  ଡିସେମ୍ବର ୨୮ ସୁଦ୍ଧା, ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ)ର ସୁନା ମୂଲ୍ୟ ୪୮,୧୭୦ ଟଙ୍କା ରହିଛି।

ଜାଣନ୍ତୁ ଆଜିର ସୁନା ଦର (ପ୍ରତୀକାତ୍ମକ ଛବି)

ଜାଣନ୍ତୁ ଆଜିର ସୁନା ଦର (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ମୂଲ୍ୟରେ ସୁନା ମୂଲ୍ୟ ୯୦ ଟଙ୍କା ହ୍ରାସ ପାଇଛି।  ଡିସେମ୍ବର ୨୮ ସୁଦ୍ଧା, ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ)ର ସୁନା ମୂଲ୍ୟ ୪୮,୧୭୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ମୂଲ୍ୟ ୪୪,୧୨୦ ଟଙ୍କା।

ଗତକାଲି ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ର ମୂଲ୍ୟ ୪୮,୨୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ର ମୂଲ୍ୟ ୪୪,୨୧୦ ଟଙ୍କା।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖାଗଲା।  ଚେନ୍ନାଇରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ପାଇଁ ସୁନା ମୂଲ୍ୟ ୪୯,୭୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୫,୫୫୫ ଟଙ୍କା। ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ର ସୁନା ହାର ୫୧,୯୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦  ଗ୍ରାମ) ୪୭,୬୦୦ ଟଙ୍କା। କୋଲକାତାରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ପାଇଁ ସୁନା ହାର ୫୦,୧୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୭,୪୦୦ ଟଙ୍କା।ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ମୂଲ୍ୟ ୪୮,୨୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧0 ଗ୍ରାମ) ୪୭,୨୪୦ଟଙ୍କା।

ଆଜି ଓଡିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ଏବଂ ୨୨ କ୍ୟାରେଟରେ ସୁନା ମୂଲ୍ୟ ୧୫୦ ଟଙ୍କା (୧୦ ଗ୍ରାମ) ହ୍ରାସ ପାଇଛି। ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ର ମୂଲ୍ୟ ୪୯,୫୬୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୫,୪୫୦ ଟଙ୍କା।

ଗତକାଲି ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ର ମୂଲ୍ୟ ୪୯,୭୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୫,୩୪୦ ଟଙ୍କା।
Published by:Soumya Das
First published:
)}