ସୁନା ମୂଲ୍ୟରେ ୪୦୦ ଟଙ୍କା ହ୍ରାସ୍ ପାଇଛି
News18 Odia Digital
ଭୁବନେଶ୍ବର: ଆଜି ଭାରତରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୨,୬୨୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୮,୨୦୦ ଟଙ୍କା।
୨୪ ଓ ୨୨ କ୍ୟାରେଟ୍ ପାଇଁ ସୁନା ହାରରେ ୪୦୦ ଟଙ୍କା ହ୍ରାସ ପାଇଛି। ଗତକାଲି ଭାରତରେ ୨୪ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ଯଥାକ୍ରମେ ୫୩,୦୨୦ ଓ ୪୮,୬୦୦ ଟଙ୍କା ଥିଲା।
ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ଚେନ୍ନାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୪,୨୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୭୬୫ ଟଙ୍କା।
ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୩,୪୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୦୦୦ ଟଙ୍କା ଅଛି।
ସେହିପରି କୋଲକାତାରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ହାର ୫୩,୪୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୦୦୦ ଟଙ୍କା ଅଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୪୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୦୦୦ ଟଙ୍କା ଅଛି।
ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୫୩,୪୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ୪୯,୦୦୦ ଟଙ୍କା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ସହରରେ ସୁନା ମୂଲ୍ୟ ୨୪ ଓ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ମୂଲ୍ୟ ବୃଦ୍ଧି ପାଇଛି।
Published by:Lipina Das
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।