Today Gold Price: ଦେଶରେ ସ୍ଥିର ରହିଛି ସୁନା ଓ ରୂପା ଦର; ଜାଣନ୍ତୁ ସୁନା ଦର

ଭାରତରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୪୮,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୪୪,୦୯୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଏବଂ ୨୨ କ୍ୟାରେଟ୍ ପାଇଁ ସୁନାର ମୂଲ୍ୟ ସ୍ଥିର ରହିଛି।

ଜାଣନ୍ତୁ ସୁନା ଓ ରୂପା ଦର (ପ୍ରତୀକାତ୍ମକ ଛବି)

ଜାଣନ୍ତୁ ସୁନା ଓ ରୂପା ଦର (ପ୍ରତୀକାତ୍ମକ ଛବି)

  • Share this:
News18 Odia Digital

ଭୁବନେଶ୍ୱର: ଜାନୁୟାରୀ ୧୬ ସୁଦ୍ଧା ଭାରତରେ ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ସୁନା ମୂଲ୍ୟ ୪୮,୧୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ମୂଲ୍ୟ ୪୪,୦୯୦ ଟଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ କ୍ୟାରେଟ୍ ଏବଂ ୨୨ କ୍ୟାରେଟ୍ ପାଇଁ ସୁନାର ମୂଲ୍ୟ ସ୍ଥିର ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ବିଭିନ୍ନ ମେଟ୍ରୋ ସହରରେ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା। ଚେନ୍ନାଇରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ପାଇଁ ସୁନା ମୂଲ୍ୟ ୪୯,୬୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୫,୫୪୦ ଟଙ୍କା। ଜାତୀୟ ରାଜଧାନୀ ଦିଲ୍ଲୀରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ପାଇଁ ସୁନା ହାର ୫୧,୪୪୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୭,୧୫୦ ଟଙ୍କା।

ଅନ୍ୟପକ୍ଷରେ କୋଲକାତାରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ସୁନା ହାର ୫୦,୦୦୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ (୧୦ ଗ୍ରାମ) ୪୭,୩୦୦ ଟଙ୍କା ରହିଛି। ଅନ୍ୟପକ୍ଷରେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ)ର ମୂଲ୍ୟ ୪୮,୯୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନା (10 ଗ୍ରାମ) ୪୬,୯୦୮ ଟଙ୍କା।

ଗତ ୨୪ ଘଣ୍ଟା ମଧ୍ୟରେ ଆଜି ଓଡିଶାର ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ (୧୦ ଗ୍ରାମ) ଏବଂ ୨୨ କ୍ୟାରେଟ୍ (୧୦ ଗ୍ରାମ) ସୁନା ମୂଲ୍ୟ ସମାନ ରହିଛି।

୨୪ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୯,୦୯୦ ଟଙ୍କା ଥିବାବେଳେ ଜାନୁଆରୀ ୧୬ ରେ ୨୨ କ୍ୟାରେଟ୍ ସୁନା (୧୦ ଗ୍ରାମ) ୪୫,୦୦୦ ଟଙ୍କା ଖର୍ଚ୍ଚ ହୋଇଛି।
Published by:Soumya Das
First published: