ଏହି କାର୍ଯ୍ୟକ୍ରମ ୨ଦିନ ଧରି ପୁରୀ କୋଣାର୍କ ମେରାଇନ୍ ଡ୍ରାଇଭରେ ଥିବା ଓଡ଼ିଶା ନଂ ୧ ବ୍ଲୁ ସ୍ପ୍ଲାସ୍ ୱାଟରପାର୍କ କ୍ୟାମ୍ପସରେ ଚାଲିବ । ଏଥିରେ ବଲିଉଡ କଳାକାର ତଥା ବିଗ୍ ବସ୍ ବିଜେତା ତେଜସ୍ୱୀ ପ୍ରକାଶ, ଏଲଏସଡି ଗାର୍ଲସ ବ୍ୟାଣ୍ଡ, ଡିଜେ ଏବଂ ଓଲିଉଡ୍ କଳାକାର ମାନେ ମଧ୍ୟ ରହିବେ, ଯେଉଁମାନଙ୍କ ମଧ୍ୟରେ ପ୍ରିୟା ଚୌଧୁରୀ, ସୁପ୍ରିୟା ନାୟକ, ସସ୍ମିତା ପଣ୍ଡା, ମନସ୍ୱିନୀ, କୁକିଜଙ୍କ ଛଡା ଗୁଡୁ, ଅଭିଜିତ୍ ଦାଶ ଓ ଅନ୍ୟମାନେ ମଧ୍ୟ ସାମିଲ୍ ହେବେ ।