ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥାରେ ଏୟାରପୋର୍ଟରୁ ବାହାରିଲା କାର୍କେଡ଼। ଭୁବନେଶ୍ବର ବିମାନବନ୍ଦରରେ ତାଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ,ରାଜ୍ୟପାଳ ଗଣେଶୀ ଲାଲ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବାୟୁ ସେନାର ସ୍ବତନ୍ତ୍ର ବିନାମ ଯୋଗ ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କୁ ସ୍ବାଗତ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି। ହାତ ଯୋଡି ସ୍ବାଗତ କଲେ ରାଜ୍ୟପାଳ ଗଣେଶୀ ଲାଲ। ଏୟାରପୋର୍ଟରୁ ବାହାରି ସାରିଛି ରାଷ୍ଟ୍ରପତିଙ୍କ କାର୍କେଡ଼। କଡ଼ାକଡ଼ା ସୁରକ୍ଷା ବ୍ୟବସ୍ଥାରେ ବାହାରକୁ ବାହାରିଛି କାର୍କେଡ।