ଗୁରୁବାର ଆଇପିଏଲରେ ପ୍ରଥମ କ୍ୱାଲିଫାୟର ମ୍ୟାଚ୍ ପଏଣ୍ଟ ଟେବୁଲରେ ଶୀର୍ଷରେ ଥିବା ମୁମ୍ବାଇ ଇଣ୍ଡିଆନ୍ସ ଓ ଦ୍ୱିତୀୟ ସ୍ଥାନରେ ଥିବା ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯିବ । ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ପୂର୍ବରୁ ମୁମ୍ବାଇର ଦ୍ରୁତ ବୋଲର ଜସପ୍ରୀତ ବୁମ୍ରାଙ୍କୁ ଏକ ପରିବର୍ତ୍ତିତ ଶୈଳୀରେ ଦେଖିବାକୁ ମିଳିଥିଲା । (MI)