ଆଙ୍ଗନବାଡି଼ କର୍ମୀମାନେ ୧୪ ଦଫା ଦାବୀ ନେଇ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି
ଆଙ୍ଗନବାଡି଼ କର୍ମୀଙ୍କୁ ସର୍ବନିମ୍ନ ଦରମା 18 ହଜାର, ବରିଷ୍ଠତା ଭିତ୍ତିରେ ପଦୋନ୍ନତି, ପେନସନ୍ ଭଳି ୧୪ ଦଫା ଦାବୀ ନେଇ ଭାରତୀୟ ମଜଦୁର ସଂଘ ଅନୁବନ୍ଧିତ ଅଲ୍ ଓଡିଶା ଅ।ଙ୍ଗନବାଡି ଲେଡିଜ ୱାର୍କର୍ସ ଆସୋସିଏସନ ପକ୍ଷରୁ ଖୋର୍ଧାରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀ ପତ୍ର ପ୍ରଦାନ କରାଯାଇଛି ।