ହୋମ୍ » ଭିଡିଓ » ଓଡ଼ିଶା

ଆକାଶ ମାର୍ଗରୁ ବୁଲ୍‌ବୁଲ୍‌ ବାତ୍ୟା ଦ୍ୱାରା କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା | 2:33 PM IST Nov 11, 2019

ଆକାଶମାର୍ଗରୁ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ ପରେ କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିସନର, ଶକ୍ତି ଓ ସ୍ବାସ୍ଥ୍ୟ ବିଭାଗ ସଚିବଙ୍କ ଆଲୋଚନା ପରେ ପୁନରୁଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବାକୁ ନିର୍ଦେଶ ଦେଇଥିଲେ ।

Anand ST Das

ତାଜା ଲାଇଭ ଟିଭି